Poznań

 

 
 

TWÓJ KOSZYK

W twoim koszyku są 2 produkty,
łącznie za kwotę 418,90 zł
OSTATNIO DODANY PRODUKT :
OVERPROTECTIVE
Delaway Louisa
217,10 zł

 
ksiazka tytuł: Biswa Jeebana Shantiniketan autor: Meher Manindra Kumar
DOSTAWA WYŁĄCZNIE NA TERYTORIUM POLSKI

FORMY I KOSZTY DOSTAWY
  • 0,00 zł
  • 0,00 zł
  • 9,50 zł
  • 12,50 zł
  • 0,00 zł
  • Od 9,90 zł
  • Od 11,00 zł
  • 0,00 zł
  • Od 6,90
  • Od 9,90

Biswa Jeebana Shantiniketan

Wersja papierowa
Wydawnictwo: BLACK EAGLE BOOKS
ISBN: 978-16-456-0332-0
Format: 14.0x21.6cm
Liczba stron: 208
Oprawa: Miękka
Wydanie: 2024 r.
Język: polski

Dostępność: dostępny
89,00 zł

<p>ମୁଁ ଶାନ୍ତିନିକେତନର ଛାତ୍ର ନଥିଲି ଆଦୌ । ତଥାପି ଏହି ବିଶ୍ୱ ବିଖ୍ୟାତ ପ୍ରତିଷ୍ଠାନ ପ୍ରତି ମୋର ଗଭୀର ଆକର୍ଷଣ ରହିଥିଲା, ପୂର୍ବ ଜନ୍ମର ସ୍ମୃତି ସହିତ ସଂଯୁକ୍ତ ହୋଇଯିବା ପରି ଅପୂର୍ବ । ୧୯୯୭ ମସିହାରେ ଯେତେବେଳେ ମୋର ଅତ୍ୟନ୍ତ ପ୍ରିୟ ଛାତ୍ର ଓ ଅନୁଜ, ସଂପ୍ରତି ସମ୍ବଲପୁର ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଡକ୍ଟର ଶୁକମୁନି ମେହେରଙ୍କ ସହିତ ପ୍ରବେଶ କଲୁ ଶାନ୍ତିନିକେତନ ପରିସରକୁ, ସେତେବେଳେ ମନେ ହେଉଥିଲା ଯେପରିକି ସ୍ୱୟଂ ରବୀନ୍ଦ୍ରନାଥ ଆମକୁ ଦେଖିବା ପାଇଁ ଚାହିଁ ରହିଥିଲେ ଉତ୍କଣ୍ଠିତ ହୋଇ । ମୋର ଅନ୍ୟତମ ଛାତ୍ର ତଥା ମୋ ଆତ୍ମାର ଅବିଚ୍ଛେଦ୍ୟ ଅଂଶ ବର୍ତ୍ତମାନ ଅଧ୍ୟାପକ ଡକ୍ଟର ଲକ୍ଷ୍ମଣ କୁମାର ପଧାନ ସେ ସମୟରେ ଅଧ୍ୟୟନ କରୁଥାନ୍ତି ଓଡ଼ିଆ ବିଭାଗରେ । ତାଙ୍କରି ଆଖି ଦୁଇଟି ମାଧ୍ୟମରେ ମୁଁ ଦେଖୁଥିଲି ସତେକି ପ୍ରତ୍ୟକ୍ଷ ଭାବରେ ଶାନ୍ତିନିକେତନର ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ । ପରବର୍ତ୍ତୀ ସମୟରେ ସେଠାରେ ପିଏଚ୍‌ଡି ଡିଗ୍ରୀ ନିମିତ୍ତ ଗବେଷଣା କରିବାକୁ ଯାଆନ୍ତି ସ୍ନେହାଧୀନ ଆଜ୍ଞାଧୀନ ସମର୍ପିତ ହୃଦୟ ଧାରଣ-ସକ୍ଷମ ଡକ୍ଟର ବାଳକୃଷ୍ଣ ବେହେରା । ଲକ୍ଷ୍ମଣ ଥିବାବେଳେ ଯାଇଛି ଯେପରି ଶାନ୍ତିନିକେତନକୁ ସେହିପରି ବାଳକୃଷ୍ଣଙ୍କ ସମୟରେ ମଧ୍ୟ । କାୟା ସହିତ ଛାୟା ପରି ଅବିଚ୍ଛନ୍ନ ଥିଲେ ଓ ସାରା ଶାନ୍ତିନିକେତନର କୋଣ ଅନୁକୋଣକୁ ନେଇ ଯାଇଥିଲେ ଏହି ଦୁଇଜଣ ଯେଉଁ ଅନିର୍ବଚନୀୟ ଉତ୍ସାହ ସହିତ, ବୁଲାଇ ଦେଇଥିଲେ ଓ ଭିଜାଇ ଦେଇଥିଲେ ତାଙ୍କର ଅନୁରାଗଦୀପ୍ତ ଆଗ୍ରହ ବଳରେ ତାକୁ ଏ ଜନ୍ମରେ ବିସ୍ମୃତ ହୋଇଯିବା ଏକାନ୍ତ ଅସମ୍ଭବ ।</p><p>ଶାନ୍ତିନିକେତନ ଭ୍ରମଣାନୁଭୂତି ମୁଁ ଲେଖିଥିଲି ବରପାଲି କଲେଜର ମୁଖପତ୍ରରେ । ଏ ଅନୁଭୂତି ଦିନେ ଯେ ମୋତେ ଏପରି ପୁସ୍ତକଟିଏ ଲେଖିବା ପାଇଁ ପ୍ରଚୋଦିତ କରିବ, ଏହା ଭାବିପାରି ନଥିଲି କେବେହେଲେ । ଜୀବନରେ ଏକ ଏକ ସଂଯୋଗ ଏପରି ଘଟିଥାଏ ଯାହା ଅଚିନ୍ତନୀୟ ଓ କଳ୍ପନାତୀତ । </p><p><br></p>

 

Newsletter

Newsletter
Zapisz Wypisz

Klikając "Zapisz" zgadzasz się na przesyłanie na udostępniony adres e-mail informacji handlowych, tj. zwłaszcza o ofertach, promocjach w formie dedykowanego newslettera.

Płatności

Kanały płatności

Księgarnia PWN Poznań akceptuje płatności:

  • płatność elektroniczna eCard (karta płatnicza, ePrzelew)
  • za pobraniem - przy odbiorze przesyłki należność pobiera listonosz lub kurier