Poznań

 

 
 

TWÓJ KOSZYK

Koszyk jest pusty
 
ksiazka tytuł: Bhaba Anubhaba autor: Panigrahi Gagan
DOSTAWA WYŁĄCZNIE NA TERYTORIUM POLSKI

FORMY I KOSZTY DOSTAWY
  • 0,00 zł
  • 0,00 zł
  • 9,50 zł
  • 12,50 zł
  • 0,00 zł
  • Od 9,90 zł
  • Od 11,00 zł
  • 0,00 zł
  • Od 6,90
  • Od 9,90

Bhaba Anubhaba

Wersja papierowa
Wydawnictwo: BLACK EAGLE BOOKS
ISBN: 978-16-456-0556-0
Format: 14.0x21.6cm
Liczba stron: 256
Oprawa: Miękka
Wydanie: 2024 r.
Język: polski

Dostępność: dostępny
105,40 zł

<p>କବିତା ସାହିତ୍ୟର ଏକ ଗୁରୁତ୍ବ ପୂର୍ଣ୍ଣ ଅଙ୍ଗ । ମନର ଆବେଗ ଓ ଉଚ୍ଛ୍ବାସକୁ ସ୍ବତଃସ୍ଫୁର୍ତ୍ତ ଭାବେ ଭାଷାରେ ରୂପ ଦେଇଥାଏ କବିତା। ଗଗନ ବିହାରୀ ପାଣିଗ୍ରାହୀଙ୍କର କବିତା ସଂକଳନ "ଭାବ-ଅନୁଭବ"ର କବିତା ଗୁଡ଼ିକ ପଢ଼ିଲେ ଲାଗେ ସତେ ଯେପରି କବିତା ମାଧ୍ୟମରେ&nbsp;କବିଙ୍କର ମନର ଆବେଗ ଭାଷାରେ ପରି ପ୍ରକାଶ ହୋଇଛି। ଏଥିରେ ସନ୍ନିବେଶିତ କବିତା ଗୁଡ଼ିକ ପୂର୍ବ ସଙ୍କଳନ ପରି ଛନ୍ଦୋବଦ୍ଧ ଓ ସୁୁଖପାଠ୍ୟ। ଛନ୍ଦୋବଦ୍ଧ କବିତା ଲେଖିବା କବିଙ୍କର ବିଶେଷତ୍ବ। ଭାଷା ଯେପରି ସରଳ ଭାବ ସେହି ପରି ତରଳ। ଲାଳିତ୍ୟରେ ପୁଟ ଦିଆ କବିତା ଗୁଡିକ ପାଠକଲେ ଲାଗେ ନଦୀର ସ୍ରୋତ ପରି ଏହା ପ୍ରବାହିତ ହେଉଅଛି । ଆଜିକାଲିର ଆଧୁନିକ କବିତା ଭଳି ଦୁର୍ବୋଧ୍ୟତା ଓ ଅବୋଧ୍ୟତା&nbsp;କୌଣସି କବିତାରେ ପରିଲକ୍ଷିତ ହୁଏ ନାହିଁ । କ୍ଷୁଦ୍ର ବୃହତ ସତୁରିଟି କବିତାର ଗୁଚ୍ଛ ଏ ସଂକଳନ । କଥାବସ୍ତୁ କେବଳ ଓଡ଼ିଶାରେ ସୀମିତ ନରହି ଏହା ବିସ୍ତାରୀ ଯାଇଛି ସାରା ବିଶ୍ବକୁ । ବିଷୟ ବସ୍ତୁରେ ସ୍ଥାନ ପାଇଛି ରାମାୟଣ ଓ ମହାଭାରତର ଗଳ୍ପ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧର ବିଭୀଷିକା, କୋଭିଡ଼ ମହାମାରୀ ସମୟରେ ଜୀବନ ଓ ଜୀବିକା, ଆଧ୍ୟାତ୍ମିକ, ସାମାଜିଜ, &nbsp;ରାଜନୈତିକ, ବ୍ୟଙ୍ଗ ଓ ରମ୍ୟ ରଚନା । &nbsp;ନାନା ପ୍ରକାର ବିଷୟ ବସ୍ତୁ ହୋଇ ଥିବାରୁ ଏହାର ସମସ୍ତ କବିତାକୁ ସାତଟି ବିଭାଗରେ ବିଭକ୍ତ କରା ହୋଇଅଛି । କବିତା ଗୁଡ଼ିକରେ ଓଡିଆ ଓ ଓଡିଶାର ଚିରାଚରିତ କବିତା ଶୈଳୀ ସହ ସନେଟ୍‌, ଲିରିକ୍ସ, ଏଲିଜି ଓ ବାଲାଡରେ ଭରପୁର । ଆଶାକରା ଯାଏ ଏ କବିତା ସଂକଳନ ପୂର୍ବ ସଂକଳନ ପରି ପୁଣି ଥରେ ପାଠକ/ପାଠିକା ମାନଙ୍କର ଦୃଦୟଗ୍ରାହୀ ହୋଇ ତାଙ୍କୁ ଆମୋଦ ପ୍ରଦାନ କରିବାରେ ସକ୍ଷମ ହେବ ।</p>

 

Newsletter

Newsletter
Zapisz Wypisz

Klikając "Zapisz" zgadzasz się na przesyłanie na udostępniony adres e-mail informacji handlowych, tj. zwłaszcza o ofertach, promocjach w formie dedykowanego newslettera.

Płatności

Kanały płatności

Księgarnia PWN Poznań akceptuje płatności:

  • płatność elektroniczna eCard (karta płatnicza, ePrzelew)
  • za pobraniem - przy odbiorze przesyłki należność pobiera listonosz lub kurier