Poznań

 

 
 

TWÓJ KOSZYK

W twoim koszyku są 3 produkty,
łącznie za kwotę 508,20 zł
OSTATNIO DODANY PRODUKT :
Emocjonalne pułapki przeszłości
Jacob Gitta, Genderen Hannie, Seebauer Laura
59,90 zł

 
ksiazka tytuł: Doctor Deb autor: Pritam Amrita
DOSTAWA WYŁĄCZNIE NA TERYTORIUM POLSKI

FORMY I KOSZTY DOSTAWY
  • 0,00 zł
  • 0,00 zł
  • 9,50 zł
  • 12,50 zł
  • 0,00 zł
  • Od 9,90 zł
  • Od 11,00 zł
  • 0,00 zł
  • Od 6,90
  • Od 9,90

Doctor Deb

Wersja papierowa
Wydawnictwo: BLACK EAGLE BOOKS
ISBN: 978-16-456-0579-9
Tłumaczenie: Bantha Kailash
Format: 14.0x21.6cm
Liczba stron: 98
Oprawa: Miękka
Wydanie: 2024 r.
Język: polski

Dostępność: dostępny
78,60 zł

<p class="ql-align-justify">&nbsp;&nbsp;&nbsp;&nbsp;&nbsp;&nbsp;&nbsp;&nbsp;&nbsp;&nbsp;&nbsp;ଔପନ୍ୟାସିକା ଅମୃତା ପ୍ରୀତମ ସ୍ୱୀକାର କରିଛନ୍ତି ଯେ ତାଙ୍କଠାରୁ ବୟସରେ ଦଶବର୍ଷ ସାନ ନିଜ ପ୍ରେମିକ ଇମ୍ରୋଜ ତାଙ୍କର ଡାକ୍ତର ଦେବ ଏବଂ ସେ ନିଜେ ମମତା । ତାଙ୍କ ଜୀବନର ବାସ୍ତବ କାହାଣୀ ଏହି ଉପନ୍ୟାସରେ ଚିତ୍ରିତ । ସାମାଜିକ ପ୍ରତିଷ୍ଠା ଏବଂ ସ୍ଥିତିକୁ ବିଚାର କରି ମମତାଙ୍କ ପିତା ଜଗଦୀଶଙ୍କ ସହିତ ତାଙ୍କର ବିବାହ ଦିଅନ୍ତି, କେବଳ ତାଙ୍କ ଇଚ୍ଛା ବିରୁଦ୍ଧରେ । ମମତାଙ୍କ ଅନ୍ୟତ୍ର ବିବାହ ପରେ ଡାକ୍ତର ଦେବ ସାରା ଜୀବନ ପାଇଁ ଅବିବାହିତ ଥାଇ ରୋଗୀଙ୍କ ସେବା ଶୁଶ୍ରୂଷାରେ ନିଜକୁ ନିୟୋଜିତ କରିଛନ୍ତି । ଏପରିକି ସାମ୍ପ୍ରଦାୟିକ ହିନ୍ଦୁ ଓ ମୁସଲମାନ ଦଙ୍ଗା ସମୟରେ ନାନା ଘାତ ପ୍ରତିଘାତ ମଧ୍ୟରେ ନିଜ ଜୀବନକୁ ବିପନ୍ନ କରି ରୋଗୀ ସେବାକୁ ନିଜର ପ୍ରଥମ କର୍ତ୍ତବ୍ୟ ରୂପେ ଗ୍ରହଣ କରିଛନ୍ତି । ଏ ସମୟରେ ସେ ହିନ୍ଦୁ ମୁସଲମାନମାନଙ୍କ ମଧ୍ୟରେ ଅପୂର୍ବ ଭାତୃତ୍ଵଭାବ ସୃଷ୍ଟି କରିଛନ୍ତି । ସମାଜ ପାଇଁ ସମର୍ପିତ ଜୀବନ ତାଙ୍କର ହୋଇଛି ସେବାମୟ ତଥା କବିତ୍ଵମୟ । ଶେଷରେ ମମତା ଘଟଣାକ୍ରମରେ ମନୁ ଓ ରଞ୍ଜୁ ସହିତ ନିଜର କର୍କଟ ରୋଗର ସଫଳ ଚିକିତ୍ସା ପାଇଁ ଦିଲ୍ଲୀରୁ ବିହାରର ଏକ ଅନୁନ୍ନତ ଅଞ୍ଚଳରେ ରୋଗୀଙ୍କ ସେବା କରିବାକୁ ନୂତନ ନିର୍ମିତ ଡାକ୍ତରଖାନାର ମୁଖ୍ୟ ଡାକ୍ତର ଦେବଙ୍କ ନିକଟକୁ ଆସନ୍ତି । ଉପନ୍ୟାସର ଅନ୍ତିମ ପର୍ବରେ ହୁଏ ଆକସ୍ମିକ ମିଳନ, ଯାହା ସଂପୂର୍ଣ୍ଣ ଆତ୍ମିକ ଓ କରୁଣାକ୍ତ । ପଛେ ପଛେ ମନୁ,ରଞ୍ଜୁ,ମଧୁ ଆସି ମିଳନ ପର୍ବକୁ ଅଧିକ ସାଫଲ୍ୟ ମଣ୍ଡିତ କରନ୍ତି । କର୍କଟ ରୋଗାକ୍ରାନ୍ତା ମମତା ବହୁଦିନର ପ୍ରତୀକ୍ଷିତ ପ୍ରେମିକ ଡକ୍ଟର ଦେବଙ୍କ କୋଳରେ ଶେଷନିଦ୍ରା ନିଅନ୍ତି ।&nbsp;</p><p class="ql-align-justify"><br></p>

 

Newsletter

Newsletter
Zapisz Wypisz

Klikając "Zapisz" zgadzasz się na przesyłanie na udostępniony adres e-mail informacji handlowych, tj. zwłaszcza o ofertach, promocjach w formie dedykowanego newslettera.

Płatności

Kanały płatności

Księgarnia PWN Poznań akceptuje płatności:

  • płatność elektroniczna eCard (karta płatnicza, ePrzelew)
  • za pobraniem - przy odbiorze przesyłki należność pobiera listonosz lub kurier