Poznań

 

 
 

TWÓJ KOSZYK

Koszyk jest pusty
 
ksiazka tytuł: Baibhaba Manobigyana (Positive Psychology) autor: Sahoo Fakir Mohan
DOSTAWA WYŁĄCZNIE NA TERYTORIUM POLSKI

FORMY I KOSZTY DOSTAWY
  • 0,00 zł
  • 0,00 zł
  • 9,50 zł
  • 12,50 zł
  • 0,00 zł
  • Od 9,90 zł
  • Od 11,00 zł
  • 0,00 zł
  • Od 6,90
  • Od 9,90

Baibhaba Manobigyana (Positive Psychology)

Wersja papierowa
Wydawnictwo: BLACK EAGLE BOOKS
ISBN: 978-16-456-0137-1
Format: 14.0x21.6cm
Liczba stron: 350
Oprawa: Miękka
Wydanie: 2024 r.
Język: polski

Dostępność: dostępny
104,50 zł

<p>ବୈଭବ ମନୋବିଜ୍ଞାନର ପରିକଳ୍ପନା କେବଳ ଏକ ସାରସ୍ୱତ ଅଭୀପ୍‌ସା ନୁହେଁ, ଏହା ଏକ ସଚେତନଶୀଳ ଦାୟିତ୍ୱବୋଧର ପରିପ୍ରକାଶ । ଆମର ସମସ୍ତ ଆର୍ଥିକ ପ୍ରଗତି ସତ୍ତ୍ୱେ ବ୍ୟକ୍ତିଗତ ଜୀବନ ଯେପରି ବିଷାଦଗ୍ରସ୍ତ ହୋଇଉଠୁଛି ଏବଂ ସମଷ୍ଟିଗତ ଜୀବନ ଯେପରି ବେଦନାକ୍ଳିଷ୍ଟ ହୋଇଉଠୁଛି, ସେ ପରିପ୍ରେକ୍ଷୀରେ ବିଷବୟଳରୁ ମୁକ୍ତ ହେବାର ଇଚ୍ଛା ଏକ ସ୍ୱାଭାବିକ ପ୍ରକ୍ରିୟା । ସୌଭାଗ୍ୟବଶତଃ ମନୋବିଜ୍ଞାନ ଓ ସମାଜବିଜ୍ଞାନର ଅଧ୍ୟୟନ ଓ ଗବେଷଣା ରାଜ୍ୟରେ ମଧ୍ୟ ଏ ପ୍ରକାର ମାନସିକତା ପ୍ରତିଧ୍ୱନିତ । </p><p>ପୁସ୍ତକଟି ଅନୁସନ୍ଧିତ୍ସୁ ସମସ୍ତ ପାଠକପାଠିକା ପାଇଁ ଉଦ୍ଦିଷ୍ଟ । ତଥାପି ପ୍ରଚଳିତ ପାଠ୍ୟକ୍ରମକୁ ପୁରୋଭାଗରେ ରଖି କେତେକ ସ୍ୱତନ୍ତ୍ର ସତର୍କତା ଅବଲମ୍ବନ କରାଯାଇଛି । ଭାବ ଓ ଭାଷା ମଧ୍ୟରେ ସମନ୍ୱୟ ରକ୍ଷା କରିଯିବାର ପ୍ରଯତ୍ନ ହୋଇଛି । ଓଡ଼ିଆ ଭାଷା ଆଧୁନିକ ଭାବଧାରାର ବାହକ ହୋଇପାରେ, ଲେଖକ ଏପରି ବିଶ୍ୱାସର ଏକାନ୍ତ ଅନୁଗତ । ସୁତରାଂ ସାରସ୍ୱତ ସୌନ୍ଦର୍ଯ୍ୟ ପ୍ରତି ସମ୍ମାନ ରକ୍ଷା କରାଯାଇ ପୁସ୍ତକଟି ରଚନା କରାଯାଇଛି । ପ୍ରତ୍ୟେକ ଛାତ୍ରଛାତ୍ରୀ ଏବଂ ଶ୍ରଦ୍ଧାଶୀଳ ପାଠକପାଠିକା ଉପକୃତ ହେଲେ ପରବର୍ତ୍ତୀ ଯୋଜନା ଅଧିକ ତ୍ୱରାନ୍ୱିତ ହେବ । </p>

 

Newsletter

Newsletter
Zapisz Wypisz

Klikając "Zapisz" zgadzasz się na przesyłanie na udostępniony adres e-mail informacji handlowych, tj. zwłaszcza o ofertach, promocjach w formie dedykowanego newslettera.

Płatności

Kanały płatności

Księgarnia PWN Poznań akceptuje płatności:

  • płatność elektroniczna eCard (karta płatnicza, ePrzelew)
  • za pobraniem - przy odbiorze przesyłki należność pobiera listonosz lub kurier